Masthead

ଲୁନା ଚାଳକଙ୍କୁ ଚାପିଦେଲା ଟ୍ରାକ୍ଟର

ଉଦଳା (ବଡ଼ ଖବର ବ୍ୟୁରୋ): ଲୁନା ଚାଳକଙ୍କୁ ଚାପିଦେଲା ବାଲି ବେଝେଇ ଟ୍ରାକ୍ଟର । ଘଟଣାସ୍ଥଳରେ ଲୁନା ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ତେଲଦିହୁଡ଼ି ଗାଁର ପ୍ରଭାକର ମଲ୍ଲିକ । ଉଦଳା ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ