Masthead

ଏକଛତ୍ରବାଦୀ ଶାସନ ସମାପ୍ତିର ଆରମ୍ଭ: ଉଦ୍ଧବ ଠାକରେ

ମହାରାଷ୍ଟ୍ର  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ହେବା ପରେ ଉଦ୍ଧବ ଠାକରେ ପ୍ରତିକ୍ରିୟା । କହିଛନ୍ତି ଏହା ପ୍ରତ୍ୟକ୍ଷ ଭାବେ ଗଣତନ୍ତ୍ରର ହତ୍ୟା । ଶୁକ୍ରବାର ରାହୁଲଙ୍କ ସଦସ୍ୟତା ରଦ୍ଦ କରାଯାଇଛି। ଚୋରକୁ ଚୋର କହିବା ଆମ ଦେଶରେ ଏକ ଅପରାଧ ହୋଇସାରିଛି। ଚୋର ଏବଂ ଡକାୟତମାନେ ଏବେ ବି ଖୁଲମ୍‌ଖୁଲ୍ଲା ମୁକ୍ତ ଭାବେ ବୁଲୁଛନ୍ତି କିନ୍ତୁ ରାହୁଲ ଗାନ୍ଧୀଙ୍କୁ ଦଣ୍ଡ ଦିଆଯାଇଛି। ଏହା ଗଣତନ୍ତ୍ରର ସିଧାସଳଖ ହତ୍ୟା ବୋଲି ଉଦ୍ଧବ ଠାକରେ କହିଛନ୍ତି। ଏହା ଏକଛତ୍ରବାଦୀ ଶାସନ ସମାପ୍ତିର ଆରମ୍ଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ