Masthead

‘ଜନତାଙ୍କୁ ଅନ୍ତିମ ନିର୍ଣ୍ଣୟ ନେବାକୁ ଦିଅନ୍ତୁ’

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):  ବିଜେପି ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ଉଦ୍ଧବ କହିଛନ୍ତି ଯେ ଜନତାଙ୍କୁ ଅନ୍ତିମ ନିର୍ଣ୍ଣୟ ନେବାକୁ ଦିଅନ୍ତୁ। ମୁମ୍ବାଇରେ ଏକ ପ୍ରେସକନଫରେନ୍ସ କରି ଉଦ୍ଧବ କହିଛନ୍ତି, ଆସନ୍ତୁ ସମସ୍ତ ନୂତନ ନିର୍ବାଚନର ସମ୍ମୁଖୀନ ହେବା ଏବଂ ଲୋକଙ୍କୁ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ଦିଅନ୍ତୁ। ଯେହେତୁ ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲି, ଏକନାଥ ଶିନ୍ଦେ ମଧ୍ୟ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି