Masthead

‘ବିଜେପି ନାର ଅର୍ଥ ହେଉଛି ହଁ’

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):୨୦୨୪ ନିର୍ବାଚନ ପାଇଁ ସବୁ ଦଳରେ ଚାଲିଛି କସରତ । ଉଦ୍ଧବ ଠାକରେ ନିକଟରେ ନାଗପୁରରେ କର୍ମୀଙ୍କୁ ସମ୍ବୋଧିତ କରି କହିଥିଲେ ବିଜେପି ନେତା ନାଗପୁର ପାଇଁ ‘କଳଙ୍କ’। କାରଣ ସେ କେବେବି ଏନସିପି ସହ ମେଣ୍ଟ କରିବେ ନାହିଁ ବୋଲି କହିଥିଲେ । ହେଲେ ସେମାନେ ଏମିତି କରିଛନ୍ତି।

ଠାକରେ ଫଡନଭିସଙ୍କର ଏକ ପୁରୁଣା ଅଡିଓ କ୍ଲିପ ପ୍ଲେ କରିଥିଲେ ଯେଉଁଥିରେ କୁହାଯାଇଥିଲା କି ସେ କେବେବି ଏନସିପି ସହିତ ହାତ ମିଳାଇବେ ନାହିଁ। ଏହି ଭିଡିଓ ପ୍ଲେ ହେବାବେଳେ ଠାକରେ କହିଥିଲେ ଯେ ନେତାଙ୍କ ବିଜେପି ନାର ଅର୍ଥ ହେଉଛି ହଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି