Masthead

ୟୁଜି, ପିଜି ଶେଷ ବର୍ଷ ପରୀକ୍ଷା ହେବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁଜି, ପିଜି ଶେଷ ବର୍ଷ ପରୀକ୍ଷା ହେବ । ଅନଲାଇନ ମାଧ୍ୟମରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଜୁଲାଇ-ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରାଯିବ । ଘରୁ ବା ନିକଟସ୍ଥ କଲେଜରୁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ୟୁଜି ପିଜି ପରୀକ୍ଷା ନେଇ ଆଜି କୂଳପତିମାନଙ୍କୁ ନେଇ ଏକ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସଚିବ ଓ କୁଳପତିମାନେ ଯୋଗ ଦେଇଥିଲେ ।

ଜୁନ ୧୨ରେ ୟୁଜି ପିଜି ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ଅନଲାଇନ ବା ଅଫଲାଇନ ହେବ ସେ ନେଇ କୌଣସି ନିଷ୍ପତ୍ତି ନିଆଯାଇ ନଥିଲା । ଆଜିର ବୈଠକରେ କୁଳପତିମାନେ ନିଜର ମତାମତ ରଖିବା ପରେ ଅନଲାଇନ ମାଧ୍ୟମରେ ପରୀକ୍ଷା ହେବା ନେଇ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା