Masthead

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକ (ବଡ଼ ଖବର ବ୍ୟୁରୋ):  କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା । ବିଶ୍ୱବିଦ୍ୟାଳୟ  ମାନ୍ୟତା ଦେଲା ୟୁନିଭରସିଟି ଗ୍ରାଣ୍ଟ କମିଶନ । ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ସହ ତାଲିକାଭୁକ୍ତ କଲା ୟୁଜିସି । ୟୁଜିସି ଅଧିନିୟମ ଅନୁସାରେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ଏମଏସଏଲୟୁ । ୟୁଜିସି ମାନ୍ୟତା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ