Masthead

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକ (ବଡ଼ ଖବର ବ୍ୟୁରୋ):  କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା । ବିଶ୍ୱବିଦ୍ୟାଳୟ  ମାନ୍ୟତା ଦେଲା ୟୁନିଭରସିଟି ଗ୍ରାଣ୍ଟ କମିଶନ । ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ସହ ତାଲିକାଭୁକ୍ତ କଲା ୟୁଜିସି । ୟୁଜିସି ଅଧିନିୟମ ଅନୁସାରେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ଏମଏସଏଲୟୁ । ୟୁଜିସି ମାନ୍ୟତା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ