Masthead

UGC-NET ପାଇଁ ବିଜ୍ଞପ୍ତି ପ୍ରକାଶ, ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ହେବ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁଜିସି-ନେଟ ପରୀକ୍ଷା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଅନଲାଇନ ପରୀକ୍ଷା କରାଯିବ । ଗତ ୧୮ ତାରିଖରେ ହୋଇଥିବା ୟୁଜିସି ନେଟ ପରୀକ୍ଷା ପେପର ଲିକ ନେଇ ସଙ୍କେତ ମିଳିବା ପରେ ନେଟ ପକ୍ଷରୁ ପରୀକ୍ଷା ରଦ୍ଦ କରାଯାଇଥିଲା । ଏଥିରେ ତିନୋଟି ପରୀକ୍ଷା ହେବା ନେଇ ଘୋଷଣା କରାଯାଇଛି । ଏନସିଇଟି, ଜଏଣ୍ଟ CSIR ୟୁଜିସି ନେଟ ଏବଂ ୟୁଜିସି ନେଟ୍, ପରୀକ୍ଷା ଅନଲାଇନ କରାଯିବ । ଏନସିଇଟି ପରୀକ୍ଷା ଜୁଲାଇ ୧୦ ତାରିଖରେ କରାଯିବ । ଜଏଣ୍ଟ CSIR ୟୁଜିସି ନେଟ ଜୁଲାଇ ୨୫ରୁ ୨୭ ତାରିଖ ମଧ୍ୟରେ କରାଯିବ । ସେହିପରି ୟୁଜିସି ନେଟ ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଆୟୋଜନ କରାଯିବ । ପୂର୍ବରୁ ପରୀକ୍ଷାରେ ହୋଇଥିବା ପ୍ରଶ୍ନପତ୍ର ଲିକ୍ ଅଭିଯୋଗର ସିବିଆଇ ଯାଞ୍ଚ କରୁଛି । ସେପଟେ ନିଟ୍ ପେପର ଲିକ୍ ମାମଲାରେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା