Masthead

ୟୁଜିସି ନେଟ ପରୀକ୍ଷା ରଦ୍ଦ, ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରୀକ୍ଷାର ସ୍ୱଚ୍ଛତାକୁ ନେଇ ସନ୍ଦେହ ପରେ ବଡ଼ ପଦକ୍ଷେପ । ଘୋଟାଲା ହୋଇଥିବା ନେଇ ସୂଚନା ଦେଇଥିଲା କେନ୍ଦ୍ରୀୟ ସଂସ୍ଥା । ଇଣ୍ଡିଆନ୍ ସାଇବର କ୍ରାଇମ୍ କୋଅର୍ଡିନେସନ୍ ସେଣ୍ଟର ଦେଇଥିଲା ସୂଚନା । ୟୁଜିସି ନେଟ ପରୀକ୍ଷା ରଦ୍ଦ। ପରୀକ୍ଷାରେ ଅନିୟମିତତା ଅଭିଯୋଗ ପରେ ପଦକ୍ଷେପ। ବିଭିନ୍ନ ସହରରେ ହୋଇଥିଲା ୟୁଜିସି ନେଟ ପରୀକ୍ଷା। ପୁଣି ଥରେ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରାଳୟ ନେଇଛି ନିଷ୍ପତ୍ତି।

ପରୀକ୍ଷାରେ ସ୍ବଚ୍ଛତା ନେଇ ସନ୍ଦେହ ପରେ ପରୀକ୍ଷା ରଦ୍ଦ ଲାଗି ନିଆଯାଇଛି ନିଷ୍ପତ୍ତି। ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ପରୀକ୍ଷାର ସ୍ବଚ୍ଛତା ଉପରେ ସରକାର ସର୍ବଦା ଗୁରୁତ୍ବ ପ୍ରଦାନ କରୁଛନ୍ତି। ଇଣ୍ଡିଆନ ସାଇବର କ୍ରାଇମ କୋଅର୍ଡିନେସନ ସେଣ୍ଟରର ତଥ୍ୟ ଅନୁସାରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟର କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ରହିଥିବାବେଳେ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ କିଛି ସୂଚନା ଦେଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ