Masthead

ମା’ କାଳୀଙ୍କୁ ଅପମାନ ଘଟଣା, କ୍ଷମା ମାଗିଲା ୟୁକ୍ରେନ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ୟୁକ୍ରେନରେ ମା’ କାଳୀଙ୍କୁ ଅପମାନ ଘଟଣା । ୟୁକ୍ରେନ୍ ପ୍ରତିରକ୍ଷା ମନ୍ତ୍ରଣାଳୟ ଟ୍ୱିଟରେ ମାଆ କାଳୀଙ୍କ ଫଟୋକୁ ବିକୃତ କରି ପୋଷ୍ଟ କରିଥିଲେ । ଏଭଳି ପୋଷ୍ଟକୁ ଅପମାନଜନକ ଓ ‘ହିନ୍ଦୁଫୋବିକ୍’ ବୋଲି‌ କୁହାଯାଇଥିଲା। ଯାହାକୁ ନେଇ ଭାରତରେ ନେଟିଜେନ୍ (ଇଣ୍ଟରନେଟ୍ ବ୍ୟବହାରକାରୀ)ଙ୍କ ଭିତରେ ଉତ୍ତେଜନା ପ୍ରକାଶ ପାଇଥିଲା।

https://twitter.com/EmineDzheppar/status/1653109804393455632?s=20

ସେହି ଟ୍ୱିଟ୍‌କୁ ହଟାଇବା ସହ ଭାରତୀୟଙ୍କୁ କ୍ଷମା ମାଗିଛି ୟୁକ୍ରେନ । ୟୁକ୍ରେନ୍‌ ପକ୍ଷରୁ ଗତକାଲି ମଧ୍ୟରାତ୍ରରେ ଏକ ଟ୍ବିଟ୍‌ ହୋଇ ଲେଖାଯାଇଛି ଯେ ‘ଆମେ ଦୁଃଖିତ। ଭାରତୀୟ ସଂସ୍କୃତିକୁ ନେଇ ଆମ ମନରେ ଯଥେଷ୍ଟ ସମ୍ମାନ ରହିଛି। ୟୁକ୍ରେନର ଲୋକମାନେ ଭାରତୀୟ ସଂସ୍କୃତି ସମ୍ମାନ ଓ ସମର୍ଥନ କରନ୍ତି। ଫଟୋଟିକୁ ଏବେ ହଟାଇ ଦିଆଯାଇଛି।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ