Masthead

ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ

ସୋନପୁର (ବଡ଼ ଖବର ବ୍ୟୁରୋ): ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ ରହିଛି । ଉଲୁଣ୍ଡାକୁ ଏନଏସି ଘୋଷଣା, ଜେଏମଏଫସି କୋର୍ଟ, ଏବଂ ସୈନିକ ସ୍କୁଲ ଦାବିରେ ଆଜି ସଚେତନ ନାଗରିକ ଏବଂ ଅଞ୍ଚଳବାସୀ ତରଫରୁ ୬ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସୂଚନା ଅନୁସାରେ ରାଜ୍ୟସରକାର କିଛି ଦିନ ପୂର୍ବରୁ ବୀରମହାରାଜପୁର ଏବଂ ଡୁଙ୍ଗୁରିପାଲିକୁ ଏନଏସି ଘୋଷଣା କରିଛନ୍ତି । ହେଲେ ଉଲୁଣ୍ଡାକୁ ବାଦ ପଡିଛି । ସେହିପରି ଉଲୁଣ୍ଡାରେ ଜେଏମଏଫସି କୋର୍ଟ ପାଇଁ ପୂର୍ବରୁ ଘୋଷିତ ହୋଇଥିଲେ ମଧ୍ୟ କାର୍ୟ୍ୟକ୍ଷମ ହୋଇନାହିଁ ଏବଂ ସୈନିକ ସ୍କୁଲ ପାଇଁ ପ୍ରସାସିନକ ସ୍ତରରେ ସ୍ଥାନ ନିରୂପଣ ହୋଇଥିଲେ ମଧ୍ୟ ଅଗ୍ରଗତି ହୋଇନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ