Masthead

‘ନୋଟିସର ଜବାବ ଦେବି’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସତ୍ୟବାଦୀର ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଅଡୁଆ ବଢିବାରେ ଲାଗିଛି । ପିପିଲି ବିଧାୟକ ପ୍ରଦୀପ ମହାରଥିଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଅନୁଷ୍ଠିତ ଅନ୍ତେଷ୍ଟିରେ ସେ ଯୋଗଦେଇଥିଲେ । ସେତେବେଳକୁ ବିଧାୟକ ଉମାକାନ୍ତ କରୋନା ପଜିଟିଭ ଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟ ଲୋକମାନଙ୍କୁ କରୋନା ହେବାର ଆଶଙ୍କା ସୃଷ୍ଟି ହୋଇଥିଲା । ବିଧାୟକ କରୋନା ଗାଇଡଲାଇନ୍ ଉଲ୍ଲଘଂନ କରୁଥିବା ଅଭିଯୋଗରେ ଜଗନ୍ନାଥ ସେନା ପକ୍ଷରୁ ପୁରୀ ସମୁଦ୍ରକୂଳ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଆଜି ସମୁଦ୍ରକୂଳ ପୁଲିସ ଭୁବନେଶ୍ୱରରେ ପହଞ୍ôଚଥିଲା । ବିଧାୟକଙ୍କ ସରକାରୀ ବାସଭବନରେ ପୁଲିସ ପହଞ୍ôଚ ତାଙ୍କୁ ନୋଟିସ ଦେଇଛି । ନୋଟିସ୍ ପାଇଥିବା ବିଧାୟକ ସ୍ୱୀକାର କରିଛନ୍ତି । ତେବେ ସେ ତାଙ୍କ ଓକିଲଙ୍କ ସହ ଆଲୋଚନା କରି ନୋଟିସର ଉତ୍ତର ଦେବେ ବୋଲି ବିଧାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା