Masthead

ଓଡ଼ିଶାର କେହି ଦାଦନ ଯାଉ ନାହାନ୍ତି: ବିଜେଡି ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାଦନ ପ୍ରସଙ୍ଗରେ ବିଜେଡି ବିଧାୟକଙ୍କ ଅଜବ ଯୁକ୍ତି । ଓଡ଼ିଶାର କୌଣସି ଲୋକ ଦାଦନ ଯାଉ ନାହାଁନ୍ତି ବୋଲି କହିଲେ ବିଜେଡି ବିଧାୟକ ଉମା ସାମନ୍ତରାୟ । କଂଗ୍ରେସ ନେତା ବିଜୟ ପଟ୍ଟନାୟକ ଆଣିଥିବା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି ବିଜୟ ପଟ୍ଟନାୟକ ନୂଆ ନୂଆ ଦଳକୁ ଆସିଛନ୍ତି। ରାଜନୀତି ଭିତରେ କେବେ ନଥିଲେ ।

ତେଣୁ ସେ ଏପରି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବିଷୟ ରେ । ଯିଏ ଦିନେ ସକାଳ ହେଲେ କହୁଥିଲେ ନବୀନ ପଟ୍ଟନାୟକଙ୍କ ଭଳି ମୁଖ୍ୟମନ୍ତ୍ରୀ ମିଳିବା କଷ୍ଟ, ଆଜି ସେ ପରିବର୍ତ୍ତନ କରିଛନ୍ତି । କୌଣସି ଲୋକ ଦାଦନ ଯାଉ ନାହାଁନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ