Masthead

କକା ଗିରଫ

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ଭିନ୍ନକ୍ଷମ ନାବାଳିକାକୁ ଦୁଷ୍କର୍ମ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା କୁଲଡିହା ଗାଁରେ । ପିଡିତା ଓ ତାଙ୍କ ଭାଇ ଖଳାରେ ଖେଳୁଥିବା ସମୟରେ ପିଡିତାଙ୍କ କକା ଝିଆରୀକୁ ଡାକିନେଇ ଦୁଷ୍କର୍ମ କରିଥିଲେ । ଏବଂ କାହାକୁ ନକହିବା ପାଇଁ ଧମକ ଦେଇଥିଲେ । ପରିବାର ଲୋକେ ଏ ବିଷୟରେ ଜାଣିବା ପରେ ଗୋରୁମହିଷାଣି ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୁକ୍ତ କକାକୁ ଗିରଫ କରି ତଦନ୍ତ ଚଳାଇଛି । ଅଭିଯୁକ୍ତ କକା ମଧ୍ୟ ନାବାଳକ ବୋଲି ପୋଲିସ ତଦନ୍ତରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ