Masthead

ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଫାଇନାଲରେ ଭାରତ

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ଭାରତ। ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଫାଇନାଲରେ ଭାରତ । ୯ମ ଥର ପାଇଁ ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି ଭାରତ । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୪୫ ରନର ଟାର୍ଗେଟ ଦେଇଥିଲା । ଯାହାର ପିଛା କରିଥିବା ଭାରତୀୟ ଦଳ ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ଏପରିକି ୩୨ ରନରେ ଚତୁର୍ଥ ୱିକେଟ ହରାଇଥିଲା ଭାରତ। ତଥାପି ୭ଟି ବଲ୍ ବାକି ଥାଇ ଟାର୍ଗେଟ ରନ୍ ହାସଲ କରି ଦେଇଛି ଟିମ୍ ଇଣ୍ଡିଆ। ମ୍ୟାଚରେ ଧୂଆଧାଁର ବ୍ୟାଟିଂ କରି ସାମ୍ନାକୁ ଆସିଛନ୍ତି ଆଉ ଜଣେ ସଚିନ୍। ଟିମ୍ ର ସଚିନ୍ ଧସଙ୍କ ଧୂଆଁଧାର ୯୬ ରନ୍ ସାରା ବିଶ୍ୱର କ୍ରୀଡ଼ା ପ୍ରେମୀଙ୍କ ନଜର ଆକର୍ଷିତ କରିଛି। ମ୍ୟାଚ୍ ଜିତି ପ୍ରଥମ ଟିମ ଭାବେ ବିଶ୍ୱକପରେ ପ୍ରବେଶ କରିଛି ଅଣ୍ଡର-୧୯ ଟିମ ଇଣ୍ଡିଆ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା