Masthead

ମିଜୋରାମରରେ ଭୁଶୁଡିଲା ବ୍ରିଜ, ୧୭ ମୃତ

ମିଜୋରାମ (ବଡ଼ ଖବର ବ୍ୟୁରୋ): ମିଜୋରାମର ଆଇଜଲରେ ଏକ ନିର୍ମାଣଧୀନ ରେଳ ବ୍ରିଜ୍‌ ଭୁଶୁଡି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ସାଇରଙ୍ଗ ଅଞ୍ଚଳ ନିକଟରେ ଘଟିଥିବା କୁହାଯାଇଛି। ପୋଲିସର ସୂଚନାନୁସାରେ, ଘଟଣା ସମୟରେ ଏହି ଅଞ୍ଚଳରେ ୩୫-୪୦ ଲୋକ ଥିଲେ। ଏହି ଘଟଣା ଆଇଜଲଠାରୁ ୨୧କିଲୋମିଟର ଦୂରରେ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଘଟିଛି। ବର୍ତ୍ତମାନ ପର୍ୟ୍ୟନ୍ତ ସମସ୍ତ ମୃତଦେହକୁ ବାହାର କରାଯାଇଥିବା ବେଳେ ଆଉ କିଛି ଲୋକଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ସମସ୍ତ ଲୋକଙ୍କୁ ଆବର୍ଜନା ତଳେ ପୋତି ହୋଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି