Masthead

ଆଶା ଆଶଙ୍କାରେ ବଜେଟ-୨୦୨୧

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ସଂସଦରେ ଆଗତ କରିବେ ୨୦୨୧-୨୨ବର୍ଷ ପାଇଁ ବଜେଟ । ଧୀମା ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ଆଗାମୀ ବଜେଟରେ କଣ ରହିବ ଖାସ, ଏହାରି ଉପରେ ରହିଛି ସମସ୍ତଙ୍କର ଫୋକସ । ତେବେ କରୋନା ସଙ୍କଟ ଓ ସଂକ୍ରମଣ ଭିତରେ ଏଥର ବଜେଟ ଭିନ୍ନ ହେବ । ବିନା ବହିଖାତା-ବ୍ରିଫକେସରେ ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବେ । ଡିଜିଟାଲ ପଦ୍ଧତିରେ ଆୟବ୍ୟୟ ଅଟକଳ ହିସାବ ରଖିବେ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ । ପେପରଲେସ ବଜେଟରେ ଦେଶବାସୀଙ୍କ ପାଇଁ କଣ ନିର୍ମଳା ଆଣୁଛନ୍ତି ତାକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉକ୍ରାଣ୍ଠା ଥିବା ବେଳେ କୋଭିଡ୍ ପରିସ୍ଥିତି ମଧ୍ୟରେ ଏହା ପ୍ରଥମ ବଜେଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ