Masthead

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି; ୨୦୦ଟଙ୍କା ଶସ୍ତା ହେଲା ଉଜ୍ଜ୍ୱଳା ଯୋଜନାର ଏଲପିଜି ସିଲିଣ୍ଡର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି  । ଏଲପିଜି ଗ୍ୟାସ ସିଲିଣ୍ଡରକୁ ୨୦୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କଲେ ସରକାର । ଉଜ୍ଜଳା ଯୋଜନାରେ ୨୦୦ ଟଙ୍କା ସବ୍‌ସିଡିକୁ ମଞ୍ଜୁର କରାଯାଇଛି। ଗ୍ୟାସ ଉପରେ ସବ୍‌ସିଡିକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଉଜ୍ଜ୍ୱଳା ଯୋଜନା ଅଧୀନରେ ଥିବା ହିତାଧିକାରୀ ଏହାର ଲାଭ ଉଠାଇ ପାରିବେ । ଅଗଷ୍ଟ ମାସର ପ୍ରଥମ ଦିନ ପେଟ୍ରୋଲିୟମ କମ୍ପାନୀଗୁଡିକ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ ଟଙ୍କା ହ୍ରାସ କରିଥିଲେ । ତେବେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନଥିଲା। ଏବେ ୨୦୦ ଟଙ୍କା ସବସିଡି ଦ୍ୱାରା ଗ୍ୟାସ ଦର କମିବ । ଯାହା ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି । ତେବେ ଏହାର ଫାଇଦା କେବଳ ଉଜ୍ଜଳା ଯୋଜନା ହିତାଧିକାରୀଙ୍କୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି