Masthead

ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ପିଏମ୍ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟରେ ମିଳିଛି ମଞ୍ଜୁରି। ପ୍ରେସମିଟରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରର ଏହି ନୁଆ ଯୋଜନାରେ ଉପକୃତ ହେବେ କୌଳିକ ବୃତ୍ତି କରୁଥିବା ଲୋକେ । ଏହା ଦ୍ୱାରା ହିତାଧିକାରୀଙ୍କୁ ୧ ଲକ୍ଷ ଯାଏଁ ଋଣ ମିଳିବାର ଯୋଜନା ରହିଛି । ବିଶେଷ କରି ସୁନାରୀ, ବୁଣାକାର,ରାଜମିସ୍ତ୍ରୀ, ବାରିକ, ଏବଂ ଅନ୍ୟ କୁଶଳୀ କାରିଗରଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ଏହି ଯୋଜନା । ଏହା ସେମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଏହାକୁ ବିଶ୍ୱକର୍ମା ଜୟନ୍ତିଠାରୁ କାର୍ଯ୍ୟକାରୀ କରାଯିବ ବୋଲି ସ୍ୱାଧୀନତା ଦିବସରେ ମୋଦି ଘୋଷଣା କରିଛନ୍ତି । ୧୩ରୁ ୧୫ ହଜାର କୋଟି ଟଙ୍କାରୁ ଏହି ଯୋଜନା ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର