Masthead

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେନ୍ଦ୍ର କ୍ୟାବିନେଟ ବୈଠକ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ କେନ୍ଦ୍ର କ୍ୟାବିନେଟ ବୈଠକ। ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସୁରକ୍ଷା ଏବଂ ଗୁଇନ୍ଦା ସଂସ୍ଥାର ଅଧିକାରୀମାନେ ମଧ୍ୟ ସାମିଲ ହେବେ । ଏହା ପୂର୍ବରୁ ସକାଳ ୧୧ଟାରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକ ବସିବାକୁ ଯାଉଛି ।

ଅପରେସନ ସିନ୍ଦୂରର ସଫଳତା ପରେ ବସିବାକୁ ଯାଉଥିବା ଏହି ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା । ଏହି ବୈଠକରେ ଅପରେସନ ସିନ୍ଦୂର ଅଧୀନରେ ଚାଲିଥିବା ସୁରକ୍ଷା ଅଭିଯାନର ସମୀକ୍ଷା କରାଯିବ। ଯୁଦ୍ଧ ବିରତି ପରେ ଏବେ ପାକିସ୍ତାନକୁ ନେଇ ଆଗକୁ ଭାରତର ରଣନୀତି କଣ ରହିବ ଏହି ବୈଠକରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ