Masthead

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେନ୍ଦ୍ର କ୍ୟାବିନେଟ ବୈଠକ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ କେନ୍ଦ୍ର କ୍ୟାବିନେଟ ବୈଠକ। ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସୁରକ୍ଷା ଏବଂ ଗୁଇନ୍ଦା ସଂସ୍ଥାର ଅଧିକାରୀମାନେ ମଧ୍ୟ ସାମିଲ ହେବେ । ଏହା ପୂର୍ବରୁ ସକାଳ ୧୧ଟାରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକ ବସିବାକୁ ଯାଉଛି ।

ଅପରେସନ ସିନ୍ଦୂରର ସଫଳତା ପରେ ବସିବାକୁ ଯାଉଥିବା ଏହି ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା । ଏହି ବୈଠକରେ ଅପରେସନ ସିନ୍ଦୂର ଅଧୀନରେ ଚାଲିଥିବା ସୁରକ୍ଷା ଅଭିଯାନର ସମୀକ୍ଷା କରାଯିବ। ଯୁଦ୍ଧ ବିରତି ପରେ ଏବେ ପାକିସ୍ତାନକୁ ନେଇ ଆଗକୁ ଭାରତର ରଣନୀତି କଣ ରହିବ ଏହି ବୈଠକରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର