Masthead

ଏଲପିଜି ଗ୍ୟାସ ଦର ହ୍ରାସ, ପ୍ରତିକ୍ରିୟା ରଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଲପିଜି ଗ୍ୟାସ ଦର ହ୍ରାସକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାଧାରଣ ଗ୍ରାହକଙ୍କ ପାଇଁ ଏଲପିଜି ଗ୍ୟାସ ଦର ୨୦୦ ଟଙ୍କା ଏବଂ ଉଜ୍ଜ୍ୱଳ ହିତାଧିକାରୀ ମାନଙ୍କ ପାଇଁ ୪୦୦ ଟଙ୍କା କମ୍ କରିଛନ୍ତି ମୋଦି ସରକାର। ବର୍ଷକୁ ୧୨ଟି ସିଲିଣ୍ଡର କମ୍ ଦରରେ ମିଳିବ । ଭାରତରେ ୭୫ ଲକ୍ଷ ନୂଆ ଉଜ୍ଜ୍ୱଳ ସଂଯୋଗ ଦିଆଯିବ । ୨୦୧୪ରେ ଓଡ଼ିଶାରେ ୧ କୋଟି ଘରୁ ୨୨ ପ୍ରତିଶତ ଘରେ ଗ୍ୟାସ ସଂଯୋଗ ଥିଲା । ଉଜ୍ଜଳା ଯୋଜନା ଲାଗୁ ହେବା ପରେ ୫୩ ଲକ୍ଷ ହିତାଧିକାରୀ ବଢିଥିଲେ । ୯୬ ଲକ୍ଷ ଘରେ ଗ୍ୟାସ ସଂଯୋଗ ପହଞ୍ଚି ପାରିଥିଲା । ୫ ଲକ୍ଷ ନୂଆ ସଂଯୋଗ ଓଡ଼ିଶାରେ ଲାଗିବ । ଏବେ ୧କୋଟି ଘରେ ଗ୍ୟାସ ପହଞ୍ଚିଲା । ତେଲ କମ୍ପାନୀ ମାନେ ସଜାଗ ଅଛନ୍ତି । କଳା ବଜାରର ସମ୍ଭାବନା ନାହିଁ। ନିର୍ଦ୍ଦିଷ୍ଟ ଅଭିଯୋଗ ଥିଲେ ତୁରନ୍ତ ସୂଚନା ଦିଅନ୍ତୁ । ଦୃଢ଼ କାର୍ୟ୍ୟାନୁଷ୍ଠାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ