Masthead

ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ । ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଏଣୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ।

ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ କରିବେ ଆଲୋଚନା। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର। ନଡ୍ଡାଙ୍କ ପରେ ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି । ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ।୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା