ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ସଂଧ୍ୟା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଜେପି ନଡ୍ଡା । ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀଯାପନ କରିବେ । ୨୮ ତାରିଖ ପୂର୍ବାହ୍ନ ୧୦ଟାରେ ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ । ଅପରାହ୍ନ ୨ଟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢ଼େଇ ଘଣ୍ଟା ରହିବେ । ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’