Masthead

ହିନ୍ଦୀ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଅମିତ ଶହା କହିଛନ୍ତି,ଦେଶକୁ ଏକତାର ସୁତ୍ରରେ ବାନ୍ଧିବାରେ ହିନ୍ଦୀ ଭାଷାର ଗୁରୁତ୍ୱପୁର୍ଣ୍ଣ ଭୂମିକା ରହିଛି ରହିଛି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ହିନ୍ଦୀ ଦିବସ । ଦେଶରେ ପ୍ରାୟ ୭୭ ପ୍ରତିଶତ ଲୋକ ହିନ୍ଦୀ କହିଥାନ୍ତି । ଦେଶରେ ହିନ୍ଦୀ ଭାଷାକୁ ଅଣଦେଖା ରୋକିବା ଲାଗି ପ୍ରତି ବର୍ଷ ସେପ୍ଟେମ୍ବର ୧୪ ତାରିଖକୁ ହିନ୍ଦୀ ଦିବସ ଭାବେ ପାଳନ କରାଯାଏ । ୧୯୫୩ ମସିହାରେ ପ୍ରଥମ କରି ହିନ୍ଦୀ ଦିବସ ପାଳନ ହୋଇଥିଲା ।ଭାରତୀୟ ସଂସ୍କୃତିର ଅତୁଟ ଅଂଶ ହିନ୍ଦୀ ଭାଷା । ଯୁଗ ଯୁଗରୁ ସମଗ୍ର ଦେଶକୁ ଏକଜୁଟ କରିବାରେ ହିନ୍ଦୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

ଏହି ହିନ୍ଦୀ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଅମିତ ଶହା କହିଛନ୍ତି, “ଦେଶକୁ ଏକତାର ସୁତ୍ରରେ ବାନ୍ଧି ରଖିଛି ହିନ୍ଦୀ ଭାଷା । ଦେଶବାସୀଙ୍କୁ ଏକଜୁଟ କରିବାରେ ହିନ୍ଦୀର ଗୁରୁ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ଦୁନିଆର ସବୁଠୁ ବଡ ଗଣତନ୍ତ୍ର ଭାରତର ଭାଷାର ବିଭିଧତାକୁ ଏକତାର ସୁତ୍ରରେ ବାନ୍ଧି ରଖିବାର ନାମ ହେଉଛି ହିନ୍ଦୀ । ହିନ୍ଦୀ ଦିବସ ଅବସରରେ ରାଷ୍ଟଭାଷା ହିନ୍ଦୀ ସହିତ ସମସ୍ତ ଭାରତୀୟ ଭାଷାକୁ ସଶକ୍ତ କରିବାକୁ ସଂକଳ୍ପ ନେବା”।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା