Masthead

ନବଙ୍କ ଘରେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ପରିବାରକୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଝିଅ ଦୀପାଳୀ ଦାସଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର । ସାଂସଦ ସୁରେଶ ପୂଜାରୀ, ରେଂଗାଲୀ ବିଧାୟକ ନାଉରୀ ନାୟକ ଓ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ମଧ୍ୟ ବିଶାଳ ଓ ଦୀପାଳୀଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ଜାନୁଆରୀ ୨୯ତାରିଖରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ଅବସରରେ ନବ ଦାସଙ୍କୁ ଏଏସଆଇ ଗୋପାଳ କୃଷ୍ଣ ଦାସ ଗୁଳି କରି ହତ୍ୟା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା