Masthead

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ଭିଡିଓ ଭାଇରାଲ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହା ସହ ତାଙ୍କ ଆଚରଣକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଥିବାର ଦେଖିବାକୁ ମିଳିଛି । ମନ୍ତ୍ରୀଙ୍କ ଚମ୍ପୁଆ ଗସ୍ତ ସମୟରେ ଏକ ସମୀକ୍ଷା ବୈଠକରେ ଏହି ଘଟଣା ଘଟିଥିବା ନେଇ ଭିଡିଓ ଭାଇରାଲ ହୋଇଛି । ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ କୁକୁର ମଧ୍ୟ କହିବାକୁ ପଛାଇନାହାନ୍ତି କେନ୍ଦ୍ରମନ୍ତ୍ରୀ ।

ଚମ୍ପୁଆ ଆଇ.ଟି.ଡ଼ିଏ ଯୋଡ଼ା ବ୍ଲକ, ନୟାଗଡ କାର୍ୟ୍ୟଭାରରେ ଥିବା କନିଷ୍ଠ ଯନ୍ତ୍ରୀ ଉପରେ ତାଗିଦ ଆଳରେ କେନ୍ଦ୍ରମନ୍ତ୍ରୀ କହୁଛନ୍ତି, ମାଡ଼ ପଡୁନି ତମକୁ । ମୟୁରଭଞ୍ଜ ଆସିଲେ କେମିତି ମାଡ଼ ପଡ଼ିବ ଦେଖିବ । କେନ୍ଦ୍ର ଆଦିବାସୀ କଲ୍ୟାଣ, ଜଳ ସମ୍ପଦ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଏହି ଭିଡିଓ ଭାଇରାଲ ହେବାପରେ ବିଭିନ୍ନ ମତ ପ୍ରକାଶ ପାଇଛି ।ଏ ଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ଏହା ଚର୍ଚ୍ଚାର ବିଷୟ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା