Masthead

ଏସୀୟ କ୍ରୀଡାରେ ସଫଳତା ପାଇଁ ଓଡ଼ିଶାର କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଏସୀୟ କ୍ରୀଡାରେ ସଫଳତା ପାଇଁ ଓଡ଼ିଶାର କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଥଲେଟ କିଶୋର ଜେନାଙ୍କ ସଫଳତା ଓଡ଼ିଆଙ୍କୁ ଗର୍ବିତ କରିଛି ବୋଲି ଫୋନେରେ କିଶୋରଙ୍କୁ କହିଛନ୍ତି ଧର୍ମେନ୍ଦ୍ର । ଫୋନରେ କଥା ହୋଇ କିଶୋରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ । କିଶୋର ଏହିଭଳି ଭାବରେ ଆଗକୁ ପଦକ ଜିତିବା ସହ ସମସ୍ତଙ୍କ ହୃଦୟ ଜିତନ୍ତୁ ଏହା ମହାପ୍ରଭୁଙ୍କ ନିକଟରେ କାମନା କରିଥିବା କହିଛନ୍ତି । ଜାଭେଲିନ ଥ୍ରୋରେ ସ୍ୱର୍ଣ୍ଣ ପଦକ ଜିତିଥିବା ନିରଜ ଚୋପ୍ରାଙ୍କ ସହ ମଧ୍ୟ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହାସହ କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, ଏସୀୟ କ୍ରୀଡାରେ ସ୍ୱର୍ଣ୍ଣ ଓ ରୋପ୍ୟ ପଦକ ଜିତିଥିବା ଯୁବ ଆଥଲେଟଙ୍କୁ ଶୁଭେଚ୍ଛା । ଦେଶକୁ ଗୌରବାନ୍ୱିତ କରିବା ପାଇଁ ତାଙ୍କ ଭିତରେ ଥିବା ଦୃଢ ଇଚ୍ଛାଶକ୍ତି ସମସ୍ତଙ୍କ ପାଇଁ ଗର୍ବର ବିଷୟ । କିଶୋର ଏହିଭଳି ଭାବରେ ଆଗକୁ ପଦକ ଜିତିବା ସହ ସମସ୍ତଙ୍କ ହୃଦୟ ଜିତନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ କାମନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା