Masthead

ଆବାସ ପାଇବାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂହ । ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନ ପ୍ରକ୍ରିୟାକୁ ନେଇ ଉଠାଇଲେ ଆପତ୍ତି । କହିଲେ, ଆବାସ ପାଇବାରୁ ଏବେବି ବଞ୍ଚିତ ପ୍ରକୃତ ହିତାଧିକାରୀ । ଯୋଗ୍ୟ ଲୋକଙ୍କୁ ଆବାସ ଦେବା ପାଇଁ ଓଡ଼ିଶା ସରକାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ଯୋଗ୍ୟ ଲୋକେ ଆବାସ ପାଉନଥିବା ଅଭିଯୋଗ ଆସୁଛି।

ସେନେଇ ଯାଞ୍ଚ କରାଯିବ। ସବୁ ନିୟମରୁ ଉର୍ଦ୍ଧ୍ବକୁ ଯାଇ ଓଡ଼ିଶାକୁ ୩୮ ଲକ୍ଷ ଘର ଦିଆଯାଇଛି। ଉପା ସରକାର ସମୟରେ ଗ୍ରାମୀଣ ବିକାଶ ବିଭାଗରୁ ରାଜ୍ୟକୁ ମାତ୍ର ୨୬ ହଜାର କୋଟି ମିଳୁଥିଲା। ମୋଦି ସରକାର ସମୟରେ ଏହା ୧ ଲକ୍ଷ କୋଟିକୁ ବୃଦ୍ଧି ପାଇଛି । ଓଡ଼ିଶା ପ୍ରତି ମୋଦି ସରକାରଙ୍କ ଭଲ ପାଇବା ଜଣାପଡୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ