Masthead

ଆବାସ ପାଇବାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂହ । ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନ ପ୍ରକ୍ରିୟାକୁ ନେଇ ଉଠାଇଲେ ଆପତ୍ତି । କହିଲେ, ଆବାସ ପାଇବାରୁ ଏବେବି ବଞ୍ଚିତ ପ୍ରକୃତ ହିତାଧିକାରୀ । ଯୋଗ୍ୟ ଲୋକଙ୍କୁ ଆବାସ ଦେବା ପାଇଁ ଓଡ଼ିଶା ସରକାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ଯୋଗ୍ୟ ଲୋକେ ଆବାସ ପାଉନଥିବା ଅଭିଯୋଗ ଆସୁଛି।

ସେନେଇ ଯାଞ୍ଚ କରାଯିବ। ସବୁ ନିୟମରୁ ଉର୍ଦ୍ଧ୍ବକୁ ଯାଇ ଓଡ଼ିଶାକୁ ୩୮ ଲକ୍ଷ ଘର ଦିଆଯାଇଛି। ଉପା ସରକାର ସମୟରେ ଗ୍ରାମୀଣ ବିକାଶ ବିଭାଗରୁ ରାଜ୍ୟକୁ ମାତ୍ର ୨୬ ହଜାର କୋଟି ମିଳୁଥିଲା। ମୋଦି ସରକାର ସମୟରେ ଏହା ୧ ଲକ୍ଷ କୋଟିକୁ ବୃଦ୍ଧି ପାଇଛି । ଓଡ଼ିଶା ପ୍ରତି ମୋଦି ସରକାରଙ୍କ ଭଲ ପାଇବା ଜଣାପଡୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ