Masthead

‘ତାଳଚେରରେ କୋକୁଆ ଭୟ ସୃଷ୍ଟି କରୁଛନ୍ତି କେନ୍ଦ୍ରମନ୍ତ୍ରୀ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):    ବିଜେଡି ସାଂସଦ ମହେଶ ସାହୁଙ୍କ ଟାର୍ଗେଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ଜନ୍ମଭୂମି କଥା କହି ଧର୍ମେନ୍ଦ୍ରଙ୍କୁ କଟାକ୍ଷ କଲେ ମହେଶ । ଧର୍ମେନ୍ଦ୍ର ନିଜ ଜନ୍ମଭୂମି ପାଇଁ କିଛି କରିନାହାନ୍ତି କହିଲେ ସାଂସଦ ମହେଶ । ତାଳଚେର ଷ୍ଟେସନର ଉନ୍ନତି କି ମେଡିକାଲ କଲେଜ ହୋଇପାରିଲାନି । ସେ ନିଜ ଗାଁ ସ୍କୁଲର କି ରୂପାନ୍ତରଣ କରିଛନ୍ତି ପଚାରିଲେ ମହେଶ ? ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପ୍ରଶ୍ନ କରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା