Masthead

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି । ବିମାନ ବନ୍ଦରରେ ପହଞ୍ଚିବା ପରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଭୁବନେଶ୍ବର ଠାରେ ନବନିର୍ମିତ ସ୍କିଲ ଡେଚ୍ଛଲପମେଣ୍ଟ କେନ୍ଦ୍ରର ଉଦଘାଟନ କରିବାର କାର୍ୟ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାସହ ଆଇସିଟିର ଭୂମି ପୂଜନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ରାମେଶ୍ୱର ତେଲି ।

ଓଡ଼ିଶାର ବିକାଶ କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନକୁ ପ୍ରଶଂସା କଲେ । ଅନ୍ୟପଟେ ତୈଳ ଦର ଵୃଦ୍ଧି ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ । ଆନ୍ତର୍ଜାତିକ ବଜାର ସହିତ ତେଲ ଦର ବୃଦ୍ଧିର ସମ୍ପର୍କ ରହିଛି । ତୈଳ ଦର ଅଧିକ ନୁହେ ବରଂ ତୈଳ ଦର ବୃଦ୍ଧିର ଅନ୍ୟ ଏକ କାରଣ ହେଉଛି ରାଜ୍ୟ ସରକାରଙ୍କ ଟିକସର ମାତ୍ର ଅଧିକ । ରାଜସ୍ଥାନ ,ମହାରାଷ୍ଟ୍ରରେ ତୈଳ ଦର ଅଧିକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ