Masthead

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବେ ।ସଂସଦୀୟ କ୍ଷେତ୍ରର ପ୍ରସ୍ତୁତି ଓ ରଣନୀତି ନେଇ ୩ଟି ସ୍ଥାନରେ ଅନୁଷ୍ଠିତ କୋରକମିଟି ବୈଠକରେ ହେବେ ସାମିଲ।

ଗଞ୍ଜାମ, ନବରଙ୍ଗପୁର ଏବଂ ମୟୁରଭଞ୍ଜରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେବେ ରାଜନାଥ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତାକୁ କିଭଳି ଲୋକଙ୍କ ପାଖକୁ ପହଞ୍ଚାଯିବ ସେ ସମ୍ପର୍କରେ ଦଳୀୟ ନେତାଙ୍କୁ ସୂଚନା ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି