Masthead

ଆଜି ଓଡ଼ିଶା ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ଆଳି ଏବଂ ତାପରେ ରେମୁଣାରେ ନିର୍ବାଚନୀ ସଭାରେ ଯୋଗଦେବେ । ୩ଟି ସଭାରେ ଜନ ସାଧାରଣଙ୍କୁ ସମ୍ବୋଧିତ କରିବେ ସ୍ମୃତି ଇରାନୀ ।

ବିଜେପିର ସୁଭଦ୍ରା ଯୋଜନାର ଲକ୍ଷ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରୟାସ କରିବେ ସ୍ମୃତି ଇରାନୀ । ସୁଭଦ୍ରା ଯୋଜନାରେ ମାଆମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ । ଏହାର ପ୍ରଚାର ପ୍ରସାର ପାଇଁ ସ୍ମୃତି ଆଜି ସେ ଓଡ଼ିଶା ଆସୁଛନ୍ତି । ବିଜେପିର ୯୦ ପ୍ରତିଶତ ପ୍ରାର୍ଥୀ ବିଜୟୀ ହେବାର ଆକଳନ କରାଯାଉଛି ବୋଲି ଦଳ ପକ୍ଷରୁ କୁହାଯାଇଛି । ସ୍ମୃତିଙ୍କ ଗସ୍ତ ଦ୍ୱାରା ରାଜ୍ୟ ବିଜେପି ଅଧିକ ସଶକ୍ତ ହେବ ବୋଲି ଗୋଲକ ମହାପାତ୍ର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା