ଆଜି ଓଡ଼ିଶା ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ଆଳି ଏବଂ ତାପରେ ରେମୁଣାରେ ନିର୍ବାଚନୀ ସଭାରେ ଯୋଗଦେବେ । ୩ଟି ସଭାରେ ଜନ ସାଧାରଣଙ୍କୁ ସମ୍ବୋଧିତ କରିବେ ସ୍ମୃତି ଇରାନୀ ।

ବିଜେପିର ସୁଭଦ୍ରା ଯୋଜନାର ଲକ୍ଷ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରୟାସ କରିବେ ସ୍ମୃତି ଇରାନୀ । ସୁଭଦ୍ରା ଯୋଜନାରେ ମାଆମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ । ଏହାର ପ୍ରଚାର ପ୍ରସାର ପାଇଁ ସ୍ମୃତି ଆଜି ସେ ଓଡ଼ିଶା ଆସୁଛନ୍ତି । ବିଜେପିର ୯୦ ପ୍ରତିଶତ ପ୍ରାର୍ଥୀ ବିଜୟୀ ହେବାର ଆକଳନ କରାଯାଉଛି ବୋଲି ଦଳ ପକ୍ଷରୁ କୁହାଯାଇଛି । ସ୍ମୃତିଙ୍କ ଗସ୍ତ ଦ୍ୱାରା ରାଜ୍ୟ ବିଜେପି ଅଧିକ ସଶକ୍ତ ହେବ ବୋଲି ଗୋଲକ ମହାପାତ୍ର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’