Masthead

କେନ୍ଦ୍ରମନ୍ତ୍ରୀ ଦେଇଥିବା ବୟାନ ପ୍ରତ୍ୟାହାର କରି ନିଅନ୍ତ: ରାଜନ ଦୋରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ଗୋ ବ୍ୟାକକୁ ନେଇ ଆନ୍ଧ୍ର ସରକାରଙ୍କ ତୀବ୍ର ପ୍ରତିକ୍ରୟା । କୋଟିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉକ୍ରଳ ଦିବସ ପାଳନବେଳେ କହିଥିଲେ କୋଟିଆ ଓଡ଼ିଶାର । ଚନ୍ଦ୍ର ସୂର୍ଯ୍ୟ ଯେମିତି ସତ୍ୟ କୋଟିଆ ଓଡ଼ିଶାର ସେମିତ ସତ୍ୟ । ଆନ୍ଧ୍ର ଗୋ ବ୍ୟାକ ନାରା ଦେଇଥିଲା କେନ୍ଦ୍ରମନ୍ତ୍ରୀ । ଏହାର ଜବାବ ଦେଇଛି ଆନ୍ଧ୍ର । ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନ ଦୋରା କହିଛନ୍ତ କେନ୍ଦ୍ରମନ୍ତ୍ରୀ ଦେଇଥିବା ବୟାନ ପ୍ରତ୍ୟାହାର କରି ନିଅନ୍ତୁ । କୋଟିଆ ଆନ୍ଧ୍ରର । ଓଡ଼ଶାର ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ