Masthead

ମଣିପୁରରେ କେନ୍ଦ୍ରମନ୍ତ୍ରୀ ଆର.କେ ରଞ୍ଜନ ସିଂଙ୍କ ଘରକୁ ବୋମାମାଡ଼

ମଣିପୁର (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । କେନ୍ଦ୍ରମନ୍ତ୍ରୀଙ୍କ ଘରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ । ଗୁରୁବାର ବିଳମ୍ବିତ ରାତିରେ ଇମ୍ଫାଲର କଙ୍ଗବାରେ କେନ୍ଦ୍ରମନ୍ତ୍ରୀ ଆର.କେ ରଞ୍ଜନ ସିଂଙ୍କ ଘରକୁ ପେଟ୍ରୋଲ ବୋମାମାଡ଼ ହୋଇଛି । ବାଇକରେ ଆସି କିଛି ଦୁବୃର୍ତ ବୋମାମାଡ଼ କରିଥିବା ସୁଚନା ମିଳିଛି । ବୋମାମାଡ଼ରେ ଘରର ତଳ ଏବଂ ପ୍ରଥମ ମହଲା କ୍ଷତିଗ୍ରସ୍ତ ହୋଇଛି । ଏହି ଘଟଣାକୁ ନେଇ ମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଶାନ୍ତି ବଜାୟ ରଖିବା ପାଇଁ ଅପିଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି