Masthead

ଦେବୀ ନଦୀରୁ ମିଳିଲା ଅଜଣା ଶବ, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ଅଲେଖ ମଠ ନିକଟରେ ଦେବୀ ନଦୀରୁ ମିଳିଲା ଏକ ଅଜଣା ଶବ। ମାଛ ଧରିବାକୁ ଯାଇଥିବା ସ୍ଥାନୀୟ ଲୋକମାନେ ଏହା ଦେଖି ନାଉଗାଁ ପୋଲିସ କୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ନାଉଗାଁ ପୋଲିସ ପହଞ୍ଚି ଶବଟିକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛନ୍ତି । ହେଲେ ଏ ପର୍ଯ୍ୟନ୍ତ ଶବଟି ଚିହ୍ନଟ ହୋଇ ପାରିନାହିଁ । ଏହା ହତ୍ୟା କି ଆତ୍ମହତ୍ୟା ସମ୍ପୂର୍ଣ୍ଣ ତଦନ୍ତ ପରେ ଜଣାପଡିବ ବୋଲି ନାଉଗାଁ ଥାନାର ଭାରପ୍ରାପ୍ତ ଅଧିକାରୀ ଅନିରୁଦ୍ଧ ନାୟକ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି