Masthead

ସମୁଦ୍ର ମଝିରେ ବୋଟରେ ଚଢ଼ିଗଲେ ଅଜଣା ଯୁବକ

ପାରାଦ୍ଵୀପ  (ବଡ଼ ଖବର ବ୍ୟୁରୋ): ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଚିଲିକା ମୁହାଣ ନିକଟ ୭୧ ମାଇଲ ସମୁଦ୍ର ଭିତରେ ସିଂହବାହିନୀ ବୋଟ୍ରେ ଘଟିଛି ଘଟଣା। ଯୁବକ ଜଣକ କିଛି କହୁଥିବା ବେଳେ, ତା ନିକଟରୁ ମିଳିଛି ଏକ ଏଟିଏମ୍ କାର୍ଡ। ଯୁବକ ଜଣଙ୍କୁ ନେହେରୁବଙ୍ଗଳା ମାଛଧରା ବନ୍ଦରକୁ ଆଣିଛନ୍ତି ମତ୍ସ୍ୟଜୀବୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି