Masthead

ଅନଲକ୍-୭: ସ୍କୁଲ-କଲେଜ ଅଡିଟୋରିୟମରେ କାର୍ଯ୍ୟକ୍ରମକୁ ଅନୁମତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ । ଧିରେ ଧିରେ ଅନଲକ୍ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେଲାଣି । ଏହାମଧ୍ୟରେ ସରକାର ଅନଲକ୍-୭ର ଗାଇଡଲାଇନ୍ ଜାରି କରିଛନ୍ତି । ଗାଇଡଲାଇନରେ ଅନେକ କଟକଣା ମଧ୍ୟ ହଟିଛି । ଦିଲ୍ଲୀ ସରକାର ଅନଲକ-୭ର ଗାଇଡଲାଇନ୍ ଜାରି କରିଛନ୍ତି । ଗାଇଡଲାଇନ ଅନୁସାରେ, ଦିଲ୍ଲୀ ପୋଲିସ, ସେନା ଟ୍ରେନିଂ କିମ୍ବା ଅନ୍ୟ କୌଣସି ସଂସ୍ଥାର ଟ୍ରେନିଂ ଉପରେ ଆଉ ରୋକ୍ ଲାଗିବ ନାହିଁ ।

ଏକାଡେମିକ ଗ୍ୟାଦରିଂ ବା ଶିକ୍ଷାନୁଷ୍ଠାନରେ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ମିଳିଛି । ଏଥିରେ ସ୍କୁଲ-କଲେଜର କୌଣସି କାର୍ଯ୍ୟକ୍ରମ ଆଦି ହୋଇପାରିବ । ସ୍କୁଲ-କଲେଜର ଅଡିଟୋରିୟମ ଶିକ୍ଷା ସମ୍ବନ୍ଧୀୟ ଟ୍ରେନିଂ କିମ୍ବା ବୈଠକ ପାଇଁ ୫୦ ପ୍ରତିଶତ କ୍ଷମତାରେ ଖୋଲିପାରିବ । ଦିଲ୍ଲୀରେ ଏବେ ଦୈନିକ ୧୦୦ରୁ କମ ମାମଲା ସାମ୍ନାକୁ ଆସୁଛି । ଶନିବାର ୭୬ଟି କେସ୍ ସାମ୍ନାକୁ ଆସିଥିଲା । କେବଳ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିଲେ । ମାର୍ଚ୍ଚ ୨୧ ପରେ ଏତେ କମ୍ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି