Masthead

ଆଜି ଆସିପାରେ ଅନଲକ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ । ସଂକ୍ରମଣ ହାର ୫ପ୍ରତିଶତ ତଳେ । ଆଜି ଆସିପାରେ ଆଗାମୀ ଅନଲକ୍ ନିଷ୍ପତ୍ତି । କାଟେଗୋରୀ ବି ଜିଲ୍ଲା ମାନଙ୍କରେ ପର୍ଯ୍ୟାୟ କ୍ରମରେ ଅନ୍ଲକ୍ ପାଇଁ ନିଷ୍ପତି ନିଆଯାଇପାରେ । କାଟେଗୋରୀ ବି ରେଥିବା ୧୦ ଜିଲ୍ଲାରୁ ୭ଜିଲ୍ଲାରେ ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି ।

୧୦ ରୁ ଅଧିକ ଜିଲ୍ଲାରେ ୧୦ ତଳେ ସଂକ୍ରମଣ ରହୁଛି । ଖୋର୍ଦ୍ଧା କଟକରେ ସଂକ୍ରମଣ ହ୍ରାସ ହେଉନଥିବାରୁ ଏଠାରେ ଅନଲକ ହୋଇନପାରେ । ଜୁଲାଇ ମାସରେ କିଛି କ୍ଷେତ୍ରକୁ କଟକଣା ମୁକ୍ତ କରାଯାଇଛି । କିନ୍ତୁ କିଛି କ୍ଷେତ୍ରରେ ଏବେବି କଟକଣା ବଳବତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ