ଆଜି ଆସିପାରେ ଅନଲକ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ । ସଂକ୍ରମଣ ହାର ୫ପ୍ରତିଶତ ତଳେ । ଆଜି ଆସିପାରେ ଆଗାମୀ ଅନଲକ୍ ନିଷ୍ପତ୍ତି । କାଟେଗୋରୀ ବି ଜିଲ୍ଲା ମାନଙ୍କରେ ପର୍ଯ୍ୟାୟ କ୍ରମରେ ଅନ୍ଲକ୍ ପାଇଁ ନିଷ୍ପତି ନିଆଯାଇପାରେ । କାଟେଗୋରୀ ବି ରେଥିବା ୧୦ ଜିଲ୍ଲାରୁ ୭ଜିଲ୍ଲାରେ ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି ।

୧୦ ରୁ ଅଧିକ ଜିଲ୍ଲାରେ ୧୦ ତଳେ ସଂକ୍ରମଣ ରହୁଛି । ଖୋର୍ଦ୍ଧା କଟକରେ ସଂକ୍ରମଣ ହ୍ରାସ ହେଉନଥିବାରୁ ଏଠାରେ ଅନଲକ ହୋଇନପାରେ । ଜୁଲାଇ ମାସରେ କିଛି କ୍ଷେତ୍ରକୁ କଟକଣା ମୁକ୍ତ କରାଯାଇଛି । କିନ୍ତୁ କିଛି କ୍ଷେତ୍ରରେ ଏବେବି କଟକଣା ବଳବତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ