Masthead

୨୪ ଯାଏଁ ଗରମରୁ ମିଳିବନି ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଜୁଛି ଓଡ଼ିଶା । ଅସହ୍ୟ ତାତିରେ କଲବଲ ଲୋକେ । ଗରମରୁ ମିଳୁନି ନିସ୍ତାର । ଆଗକୁ ଆହୁରି ହେବ ଗରମ । ଯାହାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୪ ଯାଏଁ ଗରମରୁ ନିସ୍ତାର ମିଳିବ ନାହିଁ । ସେପଟେ ଆଗାମୀ ୪ଦିନରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ  ହେବାର ସମ୍ଭାବନା ରହିଛି । ବୁଧବାର ଠାରୁ ତାପମାତ୍ରାରେ ହେବ ପରିବର୍ତ୍ତନ । ପଶ୍ଚିମା ଝଡ ପ୍ରଭାବରେ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି ।

ଉତ୍ତର-ପଶ୍ଚିମ ଭାରତକୁ ପଶ୍ଚିମା ଝଡ଼ ପ୍ରଭାବିତ କରିବା ଫଳରେ ଓଡ଼ିଶାରେ ୨୪ ତାରିଖ ପରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ । ଅନ୍ୟପଟେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର କିଛି ଅଂଶକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବାକୁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ