Masthead

‘ଜାତି ଓ ଧର୍ମ ଆଧାରରେ ବିଭାଜନ ସୃଷ୍ଟି ସମ୍ବିଧାନ ବିରୋଧୀ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାଉଡିଆଙ୍କ ପାଇଁ ବଡ଼ ପଦକ୍ଷେପ ଗ୍ରହଣ କଲେ ଉତରପ୍ରଦେଶ ସରକାର । ଯେଉଁମାର୍ଗ ଦେଇ କାଉଡିଆ ଯିବେ ସେହି ମାର୍ଗରେ ଥିବା ସମସ୍ତ ଭୋଜନାଳୟ ମାଲିକଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ଭୋଜାନାଳୟ ମାଲିକମାନେ ଦୋକାନରେ ନିଜ ନାଁ, କ୍ୟୁଆର କୋର୍ଡ ଓ ଫୋନ ନମ୍ବର ଲଗାଇବେ । ଏହାକୁ ନେଇ ନେଇ ସମାଲୋଚନା କରିଛନ୍ତି ପ୍ରିୟଙ୍କା ଗାନ୍ଧି। ଏପରି ନିର୍ଦ୍ଦେଶ ସମ୍ବିଧାନ ବିରୋଧୀ ବୋଲି ସେ କହିଛନ୍ତି।

ଉତ୍ତର ପ୍ରଦେଶରେ ଠେଲା ଓ ଦୋକାନରେ ବ୍ୟବସାୟୀମାନଙ୍କୁ ସେମାନଙ୍କ ମାଲିକଙ୍କ ନାଁ ଉଲ୍ଲେଖ କରିବା ଭଳି ବିଭାଜନକାର ଆଦେଶ ଆମର ସମ୍ବିଧାନ, ଆମର ଗଣତନ୍ତ୍ର ଓ ଆମର ସବୁ ଐତିହ୍ୟ ଉପରେ ହମଲା ଅଟେ। ସମାଜରେ ଜାତି ଓ ଧର୍ମ ଆଧାର ବିଭାଜନ ସୃଷ୍ଟି କରିବା ସମ୍ବିଧାନ ବିରୋଧୀ ଅପରାଧ। ଏପରି ଆଦେଶ ତୁରନ୍ତ ପ୍ରତ୍ୟାହାର କରାଯାଉ ଓ ଯେଉଁ ଅଧିକାରୀମାନେ ଏପରି ଆଦେଶ ଜାରି କରିଥିଲେ, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବା ଉଚିତ।”ଗୋଟିଏ ଏକ୍ସ ପୋଷ୍ଟରେ ମୁଜାଫରନଗର ପୁଲିସ୍ କହିଥିଲା ଯେ କୌଣସି ପ୍ରକାରର ଧାର୍ମିକ ବିଭେଦ ସୃଷ୍ଟି କରିବା ଉଦ୍ଦେଶ୍ୟ ନୁହେଁ। କିନ୍ତୁ କେବଳ ମୁଜାଫରନଗର ଦେଇ ଯାତ୍ରା କରୁଥିବା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ସମ୍ମାନ ଜଣାଇ ଓ ଅପ୍ରୀତିକର ପରିସ୍ଥିକୁ ଏଡ଼ାଇବା ପାଇଁ ଏପରି ପଦକ୍ଷେପ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା