Masthead

ୟୁପି ନିର୍ବାଚନ; ୧୦୦ ଦିନରେ ୧୦୦ କାର୍ଯ୍ୟକ୍ରମ କରିବ ବିଜେପି

ଗୋରଖପୁର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ । ଏନେଇ ସମସ୍ତ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । ହେଲେ ଏଥର ଶାସକ ଦଳ ଉତ୍ତରପ୍ରଦେଶ ନିର୍ବାଚନକୁ ଅଧିକ ଗୁରୁତ୍ୱ ଦେଉଥିବାର ଦେଖିବାକୁ ମିଳିଛି । ଏନେଇ ଦିଲ୍ଲୀରେ ବିଜେପି ପକ୍ଷରୁ ଏକ ବୈଠକ ମଧ୍ୟ ଡକାଯାଇଥିଲା । ତେବେ ପ୍ରତ୍ୟେକ ଭୋଟରଙ୍କ ନିକଟରେ ପହଞ୍ଚିବା ପାଇଁ ସଙ୍ଗଠନ, ଏହାର କ୍ୟାଡର ଏବଂ ନେତାମାନଙ୍କୁ ସାମିଲ କରିବା ପାଇଁ ରଣନୀତି ଏବଂ କାର୍ଯ୍ୟକ୍ରମକୁ ଶେଷ କରିବା ପାଇଁ ଏହି ସଭା ଡକାଯାଇଥିଲା ।

ଏହା ମଧ୍ୟରେ ସବୁଠାରୁ ରୋଚକ କଥାଟି ହେଉଛି ନିର୍ବାଚନ ପୂର୍ବରୁ ପ୍ରାୟ ୧୦୦ ଦିନ ମଧ୍ୟରେ ୧୦୦ଟି କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଦଳ ପ୍ରସ୍ତୁତ ହେଉଥିବାର କଥା ସାମ୍ନାକୁ ଆସିଛି । ଏପରି କରି ରାଜ୍ୟରେ ଭୋଟରଙ୍କ ସହ ଭାରତୀୟ ଜନତା ପାର୍ଟି ଭୋଟରଙ୍କ ସହ ଜଡିତ ହେବାର ଯୋଜନା କରୁଛି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ