ୟୁପି ନିର୍ବାଚନ; ୧୦୦ ଦିନରେ ୧୦୦ କାର୍ଯ୍ୟକ୍ରମ କରିବ ବିଜେପି

ଗୋରଖପୁର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ । ଏନେଇ ସମସ୍ତ ରାଜନୈତିକ ଦଳ ଚଳଚଞ୍ଚଳ ହୋଇ ଉଠିଛନ୍ତି । ହେଲେ ଏଥର ଶାସକ ଦଳ ଉତ୍ତରପ୍ରଦେଶ ନିର୍ବାଚନକୁ ଅଧିକ ଗୁରୁତ୍ୱ ଦେଉଥିବାର ଦେଖିବାକୁ ମିଳିଛି । ଏନେଇ ଦିଲ୍ଲୀରେ ବିଜେପି ପକ୍ଷରୁ ଏକ ବୈଠକ ମଧ୍ୟ ଡକାଯାଇଥିଲା । ତେବେ ପ୍ରତ୍ୟେକ ଭୋଟରଙ୍କ ନିକଟରେ ପହଞ୍ଚିବା ପାଇଁ ସଙ୍ଗଠନ, ଏହାର କ୍ୟାଡର ଏବଂ ନେତାମାନଙ୍କୁ ସାମିଲ କରିବା ପାଇଁ ରଣନୀତି ଏବଂ କାର୍ଯ୍ୟକ୍ରମକୁ ଶେଷ କରିବା ପାଇଁ ଏହି ସଭା ଡକାଯାଇଥିଲା ।

ଏହା ମଧ୍ୟରେ ସବୁଠାରୁ ରୋଚକ କଥାଟି ହେଉଛି ନିର୍ବାଚନ ପୂର୍ବରୁ ପ୍ରାୟ ୧୦୦ ଦିନ ମଧ୍ୟରେ ୧୦୦ଟି କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଦଳ ପ୍ରସ୍ତୁତ ହେଉଥିବାର କଥା ସାମ୍ନାକୁ ଆସିଛି । ଏପରି କରି ରାଜ୍ୟରେ ଭୋଟରଙ୍କ ସହ ଭାରତୀୟ ଜନତା ପାର୍ଟି ଭୋଟରଙ୍କ ସହ ଜଡିତ ହେବାର ଯୋଜନା କରୁଛି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!