Masthead

‘ପ୍ରତି ଦୁଇ ଘଣ୍ଟାରେ ଅପଡେଟ ଦିଅ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୋଲକାତା ଘଟଣା ପରେ ସବୁ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିର ଅପଡେଟ୍‌ ମାଗିଛି ଏମ୍‌ଏଚ୍‌ଏ। ପ୍ରତି ୨ ଘଣ୍ଟାରେ ଥରେ ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ପ୍ରାୟ ରାଜ୍ୟରେ ଅପରାଧ ବଢ଼ୁଥିବାରୁ ଗୃହ ମନ୍ତ୍ରଣାଳୟ ଏପରି ପଦକ୍ଷେପ ନେଇଛି। ଆଇନ ଶୃଙ୍ଖଳାର ପରିସ୍ଥିତି କିପରି ରହିଛି ସେନେଇ ଗୃହ ମନ୍ତ୍ରାଳୟକୁ ରିପୋର୍ଟ ପଠାଇବେ ସବୁ ରାଜ୍ୟ । କୋଲକାତା ସରକାରୀ ଆରଜି ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପରେ ଦେଶରେ ତେତିଛି ଡାକ୍ତର ଓ ନର୍ସିଂ ଷ୍ଟାଫଙ୍କ ଆନ୍ଦୋଳନ ।

ଯାହାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ ଏମିତି କିଛି ବଡ ନିଷ୍ପତ୍ତି ନେଇଛନ୍ତି । ଦେଶରେ ଡାକ୍ତର ଓ ନର୍ସିଂ ଷ୍ଟାଫଙ୍କ ବିରୋଧକୁ ଦୃଷ୍ଟିରେ ରଖି ସବୁ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ମଧ୍ୟ କଡା ନଜର ରହିବା ଆବଶ୍ୟକ । ଏଥିପାଇଁ ଦୟାକରି ଆଜି ଅପରାହ୍ଣ ୪ଟା ଠାରୁ ପ୍ରତି ୨ ଘଣ୍ଟାରେ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ସମସ୍ତ ତଥ୍ୟ ଗୃହ ମନ୍ତ୍ରାଳୟକୁ ଫେକ୍ସ, ଇମେଲ କିମ୍ବା ହ୍ବାଟ୍ସଅପ ଦ୍ବାରା ପ୍ରଦାନ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ