Masthead

ପ୍ରକାଶ ପାଇଲା UPSC ରେଜଲ୍ଟ, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ:(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା  UPSC  ସିଭିଲ ସର୍ଭିସ ପରୀକ୍ଷା ଫଳ । ସଂଘ ଲୋକସେବା ଆୟୋଗ(ଟଚଝଉ) ଦ୍ବାରା ଅନୁଷ୍ଠିତ ସିଭିଲ ସର୍ଭିସ ପରୀକ୍ଷା-୨୦୨୩ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ସ୍ଥାନରେ ରହିଛନ୍ତି ଆଦିତ୍ୟ ଶ୍ରୀବାସ୍ତବ । ଦ୍ବିତୀୟ ସ୍ଥାନରେ ରହିଛନ୍ତି ଓଡ଼ିଆ ପୁଅ ଅନିମେଶ ପ୍ରଧାନ । ତାଙ୍କ ଘର ଅନୁଗୋଳ ଜିଲ୍ଲା ତାଳଚେର ହୋଇଥିବା ସୂଚନା ମିଳିଛି । ସେ ଏନଆଇଟି ରାଉରକେଲାରେ ବିଟେକ ପାଠ ପଢିଥିଲେ ।

ସେହିପରି ଦୋନୁକୁ ଅନନ୍ୟା ରେଡ୍ଡି ତୃତୀୟ ସ୍ଥାନରେ ଥିବା ବେଳେ, ପି.କେ ସିଦ୍ଧାର୍ଥ ରାମକୁମାର ଚତୁର୍ଥ ଏବଂ ରୁହାନି ପଞ୍ଚମ ସ୍ଥାନରେ ରହିଛନ୍ତି । ୬୦ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ରାଙ୍କରେ ଅମ୍ରିତାଂଶୁ ନାୟକ। ୧୧୫ ସ୍ଥାନରେ ଯଶୋବନ୍ତ ମଲ୍ଲିକ, ୧୭୬ ସ୍ଥାନରେ ରହିଛନ୍ତି ପଦ୍ମନାଭ ମିଶ୍ର । ୨୮୦- ଅନନ୍ୟା ରଣା, ୩୦୩- ତନିଶା ମିଶ୍ର, ୩୧୯- ରଶ୍ମି ପ୍ରଧାନ । ୩୪୩- ବିଶ୍ବଜିତ୍ ପଣ୍ଡା, ୩୮୭ ସ୍ଥାନରେ ରହିଛନ୍ତି ପ୍ରିୟଙ୍କା ପ୍ରିୟଦର୍ଶିନୀ । ପରୀକ୍ଷାର୍ଥୀମାନେ upsc.gov.inର ଅଫିସିଆଲ ଓ୍ବେବସାଇଟ ଜରିଆରେ ପରୀକ୍ଷା ଫଳ ଯାଞ୍ଚ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ