Masthead

ପ୍ରକାଶ ପାଇଲା UPSC ରେଜଲ୍ଟ, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ:(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା  UPSC  ସିଭିଲ ସର୍ଭିସ ପରୀକ୍ଷା ଫଳ । ସଂଘ ଲୋକସେବା ଆୟୋଗ(ଟଚଝଉ) ଦ୍ବାରା ଅନୁଷ୍ଠିତ ସିଭିଲ ସର୍ଭିସ ପରୀକ୍ଷା-୨୦୨୩ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ସ୍ଥାନରେ ରହିଛନ୍ତି ଆଦିତ୍ୟ ଶ୍ରୀବାସ୍ତବ । ଦ୍ବିତୀୟ ସ୍ଥାନରେ ରହିଛନ୍ତି ଓଡ଼ିଆ ପୁଅ ଅନିମେଶ ପ୍ରଧାନ । ତାଙ୍କ ଘର ଅନୁଗୋଳ ଜିଲ୍ଲା ତାଳଚେର ହୋଇଥିବା ସୂଚନା ମିଳିଛି । ସେ ଏନଆଇଟି ରାଉରକେଲାରେ ବିଟେକ ପାଠ ପଢିଥିଲେ ।

ସେହିପରି ଦୋନୁକୁ ଅନନ୍ୟା ରେଡ୍ଡି ତୃତୀୟ ସ୍ଥାନରେ ଥିବା ବେଳେ, ପି.କେ ସିଦ୍ଧାର୍ଥ ରାମକୁମାର ଚତୁର୍ଥ ଏବଂ ରୁହାନି ପଞ୍ଚମ ସ୍ଥାନରେ ରହିଛନ୍ତି । ୬୦ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ରାଙ୍କରେ ଅମ୍ରିତାଂଶୁ ନାୟକ। ୧୧୫ ସ୍ଥାନରେ ଯଶୋବନ୍ତ ମଲ୍ଲିକ, ୧୭୬ ସ୍ଥାନରେ ରହିଛନ୍ତି ପଦ୍ମନାଭ ମିଶ୍ର । ୨୮୦- ଅନନ୍ୟା ରଣା, ୩୦୩- ତନିଶା ମିଶ୍ର, ୩୧୯- ରଶ୍ମି ପ୍ରଧାନ । ୩୪୩- ବିଶ୍ବଜିତ୍ ପଣ୍ଡା, ୩୮୭ ସ୍ଥାନରେ ରହିଛନ୍ତି ପ୍ରିୟଙ୍କା ପ୍ରିୟଦର୍ଶିନୀ । ପରୀକ୍ଷାର୍ଥୀମାନେ upsc.gov.inର ଅଫିସିଆଲ ଓ୍ବେବସାଇଟ ଜରିଆରେ ପରୀକ୍ଷା ଫଳ ଯାଞ୍ଚ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ