Masthead

ଦେଶୀ ଲୁକରେ ଉର୍ବଶୀ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଉର୍ବଶୀଙ୍କ ଦେଶୀ ଲୁକ ହେଉଛି ଭାଇରାଲ । ନିଜର ପ୍ରଂଶସକ ମାନଙ୍କ ପାଇଁ ବି-ଟାଉନର ହଟ୍ ସେଲିବ୍ରେଟୀ ଉର୍ବଶୀ ରୋଟାଲା ନୂଆ ଲୁକରେ ସାମ୍ନାକୁ ଆସିଛନ୍ତି । ଏହି ଲୁକ କୁ ଦେଖିଲେ ହଠାତ୍ ଜାଣି ହେଉନି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି ।

ସବୁବେଳେ ହଟ ଲୁକରେ ସାମ୍ନାକୁ ଆସୁଥିବା ଏହି ଅଭିନେତ୍ରୀ ଜଣଙ୍କ ଏବେ ପୁରା ସିମ୍ପୁଲ ଲୁକରେ ଦର୍ଶକଙ୍କ ସାମ୍ନାକୁ ଆସିଛନ୍ତି । ନିଜର ଅପକମିଙ୍ଗ ପ୍ରୋଜେକ୍ଟ ପାଇଁ ସେ ଏହି ଲୁକ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ